Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତେଲକୋଇ : ଫ୍ରି ଫାୟାର ଗେମ୍ ନେଲା ଜୀବନ, ଗୁରୁତର ଥିବା ଛାତ୍ରଙ୍କ ମୃତ୍ୟୁ
  • ||
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • କାମାକ୍ଷାନଗର : ଟିକା ନେଇ ଶିଶୁ ମୃତ୍ୟୁ ଅଭିଯୋଗ, ପ୍ରାଣ ହରାଇଲେ ୨ ମାସର ଶିଶୁ କନ୍ୟା
  • ||
  • ସମ୍ବଲପୁର :ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ଗେଟ୍, ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ରାଜଧାନୀରୁ ଆଉ ୮୯ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୪

3/08/2020 at 5:35 PM

ଭୁବନେଶ୍ୱର, ୦୩|୦୮:  ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬୮ରେ ପହଁଚିଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ଟି କ୍ୱାରେଣ୍ଟାଇନ କେସ୍ ଥିବା ବେଳେ ୨୪ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ଏବେସୁଦ୍ଧା ରାଜଧାନୀରେ ମୋଟ୍ ୩୦୬୮ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୭୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୨୫୦ଟି ସକ୍ରିୟ କେସ୍ ରହିଛି ।

   Related Posts