Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

୮ ଫୁଟ ଲମ୍ବର ଦୁଇଟି ଅଜଗର ଉଦ୍ଧାର କରି ଜଙ୍ଗଲରେ ଛାଡିଲା ବନ ବିଭାଗ

9/09/2019 at 9:21 PM

ଜଶୀପୁର ୯|୯: ଆଜି ଭୋରରୁ ଶିମିଳିପାଳ ଜାତୀୟ ଉଦ୍ୟାନର ଗୁରୁଗୁଡ଼ିଆ ରେଞ୍ଜ ଅନ୍ତର୍ଗତ ଚହକl ଗ୍ରାମର ପଙ୍କଜ ମହାନ୍ତ ଙ୍କ ଛେଳି ଗୁହାଳରୁ ୮ଫୁଟିଆ ଅଜଗର ସାପ ଉଦ୍ଧାର କରିଛି ବନ ବିଭାଗ ।ପଙ୍କଜ ମହାନ୍ତ ତାଙ୍କ ଛେଳି ଗୁହାଳରେ ଏକ ସାପ ଦେଖି ବନ ବିଭାଗକୁ ଖବର ଦେଇଥିଲେ ।

ଜଶୀପୁର ବନ ବିଭାଗ ସଙ୍ଗେ ସଙ୍ଗେ ପହଁଚି ସାପକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହିତ ନିକଟସ୍ଥ ଜଙ୍ଗଲ ରେ ଛାଡିଛନ୍ତି । ପୁଣି   ଅପରାହ୍ନରେ ଆଉ ଏକ ଆଠ ଫୁଟ ଲମ୍ବ ଅଜଗର ସାପ ଉଦ୍ଧାର କରିଛି ବାଦାମପାହାଡ଼ ବନବିଭାଗ। ବାଦାମପାହାଡ଼ ଦୁବୁଲାବେଡ଼l ଚାଷ ଜମିରୁ ଉଦ୍ଧାର କରାଯାଇ ଥିବା  ସୂଚନା ମିଳିଛି।

   Related Posts