Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସ୍କୁଲ ଛାତ ପଡି ୮ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ୧୦ମ ଶ୍ରେଣୀ ଛାତ୍ର ଗୁରୁତର

9/11/2019 at 2:58 PM

ବଲାଙ୍ଗିର୯|୧୧: ସ୍କୁଲ ଛାତ ପଡି ଜଣେ ୮ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।ମୃତ ଛାତ୍ର ହେଲେ ପିପି ଏକାଡେମି ସ୍କୁଲର ଅସିତ ଖରସେଲ । ଦଶମ ଶ୍ରେଣୀରେ ପଢୁଥିବା  ଶୁଭ୍ରାଂଶୁ ସାଣ୍ଢଙ୍କୁ ଗୁରୁତର ଅବସ୍ଥାରେ ବଲାଂଗୀର ମେଡିକାଲରେ ଭର୍ତ୍ତି କରାଯାଇଛି ।

ଉଭୟ ଛାତ୍ର ମାଲପଡାର ବୋଲି ସୂଚନା ମିଳିଛି ।.ଆଜି ସ୍କୁଲ ଛୁଟି ପରେ ଟିକ୍ରାପଡା ସ୍କୁଲର ବିପଦ ସଂକୁଳ  ଛାତ ଉପରକୁ ଏମାନେ ଯାଇଥିଲେ । ହେଲେ ଛାତ ଭାଙ୍ଗି ଏମାନଙ୍କ ଉପରେ ପଡିଯାଇଥିବା ଜଣା ପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି  

ତେବେ ସ୍କୁଲ ଛୁଟି ହେବା ପରେ ଏ ଦୁଇଜଣ ପିଲା ସେଠାରେ କଣ କରୁଥିଲେ ତାହା ଜଣା ପଡି ନାହିଁ । ବିପଦ ସଙ୍କୁଳ ଅବସ୍ଥାରେ ଥିବା କୋଠାଟିକୁ କାହିଁକି ଭଙ୍ଗା ଯାଇନଥିଲା ତାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

  

   Related Posts