Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଆଦିବାସୀ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

1/05/2018 at 4:59 AM

କନ୍ଧମାଳ ଦାରିଙ୍ଗବାଡି ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ….
ସେବାଶ୍ରମ ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ଅଭିଯୋଗ ….
ଗତ ୨୨ ତାରିଖରେ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ଆଦିତ୍ୟ ପ୍ରସାଦ ରଥ ନାବାଳିକାକୁ ନିଜ ରୁମକୁ ଡାକି ଦୁଷ୍କର୍ମ କରିଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି …. ଏନେଇ ପରିବାର ଲୋକେ ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି …. ପୋଲିସ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ….

Leave a Reply

   Related Posts