Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମସିଏଲ ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର

25/04/2021 at 12:18 PM

ଭୁବନେଶ୍ୱର ୨୫/୪: ଅନୁଗୁଳ ତାଳଚେର ମାଆ ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର । MCL ବୋର୍ଡ ସିଏସଆର ପାଣ୍ଠିରୁ ଏହି ଟଙ୍କା ଅନୁମୋଦନ ହୋଇଛି । ଏଥାପାଇଁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ସଂପର୍କରେ ଚିଠି ଲେଖି ଜଣାଇଥିଲେ ।

ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମ।ଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ସହାୟତା ଯୋଗାଇବାକୁ ଅନୁରୋଧ କରିଥିଲେ । ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବାସହ ସ୍ଥାନୀୟ ଅଂଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ । ଏହାର ପ୍ରତ୍ତ୍ୟୁରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ବିସ୍ତୁତ ଭାବେ ଜଣାଇଛନ୍ତି ।

   Related Posts