Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ତାତିରୁ ସାମାନ୍ୟ ଆଶ୍ୱସ୍ତି, ୪୦ ଡିଗ୍ରୀ ଉପରେ ୯ ସହର

2/04/2021 at 6:59 PM

ଭୁବନେଶ୍ୱର, ୦୨/୦୪: ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ୱସ୍ତି । ଦୁଇ-ତିନିଦିନ ହେବ ଲୋକେ ଅସହ୍ୟ ଖରାରେ ତ୍ରାହି ତ୍ରାହି ଡାକୁଥିବା ବେଳେ ଆଜି ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାଜଧାନୀ ଭୁବନେଶ୍ୱରେ ତାପମାତ୍ରା ୩୮.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ ହୋଇଥିବା ପାଣିପାଗ ପକ୍ଷରୁ କୁହାଯାଇଛି ।

ରାଜ୍ୟରେ ଆଜି ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୨ ଡିଗ୍ରୀ ସହିତ ମାଲକାନଗିରି ଜିଲ୍ଲା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ହୋଇଥିବା ବେଳେ ସମ୍ୱଲପୁର-୪୧.୬, ତାଳଚେର-୪୧.୫, ଟିଟିଲାଗଡ଼ରେ ୪୧.୨ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରହିଥିଲା । ସେହିପରି ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୪୧ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି । ଆସନ୍ତାକାଲି ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

   Related Posts