Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

୯ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ; ସତର୍କ ସୂଚନା ଜାରି

26/07/2018 at 7:26 AM

ଆଜି ସକାଳୁ ପାଗ କୋହଲା ରହିଛି | ୯ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ |
ଜିଲ୍ଲାଗୁଡିକ ହେଲା – ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବରଗଡ ଓ ନୂଆପଡା | ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି | ସକାଳ ୮.୪୫ରୁ ଦିନ ୧୨.୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ |

   Related Posts