୯ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ; ସତର୍କ ସୂଚନା ଜାରି

Published By : Prameya-News7 Bureau | July 26, 2018 IST

ଆଜି ସକାଳୁ ପାଗ କୋହଲା ରହିଛି | ୯ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ | ଜିଲ୍ଲାଗୁଡିକ ହେଲା - ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବରଗଡ ଓ ନୂଆପଡା | ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି | ସକାଳ ୮.୪୫ରୁ ଦିନ ୧୨.୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.