Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟିଆ ଅଜଗର

16/08/2020 at 9:48 AM

ଖଲ୍ଲିକୋଟ ୧୬।୮: ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଆଜି ସକାଳୁ ସକାଳୁ ଗଞ୍ଜାମ ଜିଲ୍ଲା ଛତ୍ରପୁର ତମ୍ପରା ହ୍ରଦକୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା ମାଛ ଧରିବା ପାଇଁ ଡଙ୍ଗା ନେଇ ଯାଇଥିଲେ । ସେ ମାଛ ଧରିବା ସମୟରେ ତାଙ୍କ ଜାଲରେ ଏକ ଅଜଗର ସାପ ଧରା ପଡିଥିଲା । ସେହି ସାପକୁ ସେ ଧରି କୂଳକୁ ଆଣିଥିଲେ ।

ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ । ଏହା ଅଜଗର ସାପ ବୋଲି ବନ ବିଭାଗ ଚିହ୍ନଟ କରିଥିଲା । ଏହାସହ ତାର ଲମ୍ବ ୯ ଫୁଟ ବୋଲି ବନ ବିଭାଗ ମାପିଥିଲା । ପରେ ଉକ୍ତ ସାପକୁ ଜଙ୍ଗଲରେ ଛଡାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସାପଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ ମଧ୍ୟ ଜମିଥିଲା ।

   Related Posts