Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୨୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଟଙ୍କା ଦେବାକୁ ମନା କରିବାରୁ ରକ୍ତ ସମ୍ପର୍କ ଭୁଲିଗଲା ମଦ୍ୟପ ପୁଅ, କଟୁରୀରେ ବାପାକୁ ହାଣିଦେଲା
  • ||
  • ନୟାଗଡ : ଲୁଟ୍ ଉଦ୍ୟମ ବେଳେ ଗାଁ ଲୋକଙ୍କ ମାଡରେ ଲୁଟେରା ମୃତ
  • ||
  • ଧର୍ମଗଡ : ରୋଷେଇ ଗ୍ୟାସ୍‌ରୁ ଲାଗିଲା ନିଆଁ, ଯୁବତୀ ଜୀବନ୍ତ ଦଗ୍ଧ
  • ||
  • ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ହୁତୁହୁତୁ ହୋଇ ଜଳୁଛି ସଂରକ୍ଷିତ ଜଙ୍ଗଲ, ଗାଁ ମୁହାଁ ବନ୍ୟଜନ୍ତୁ
  • ||

ବାଇକ୍‌କୁ ଧକ୍କା ଦେଇ ଓଲଟି ପଡିଲା ଅଟୋ, ୩ ଶିଶୁଙ୍କ ସହ ୯ ଗୁରୁତର

2/07/2020 at 7:53 AM

ଢେଙ୍କାନାଳ ୨।୭: ଢେଙ୍କାନାଳରେ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୩ ଶିଶୁଙ୍କ ସହ ୯ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ରାସୋଳ ଥାନା ଅନ୍ତର୍ଗତ ଗଣ୍ଡନାଳୀ ଛକରେ ବାଇକ୍ ସହ ମୁହାମୁହିଁ ଧକ୍କା ହେବାରୁ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଅଟୋରେ ଥିବା ୩ ଶିଶୁଙ୍କ ସହ ୯ ଜଣ ଗୁରୁତର ହୋଇଛଥିଲେ । ବୁଧବାର ଦିନ ଏହି ଦୁର୍ଘଟଣାଟି ଘଟିଛି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତେ ହିନ୍ଦୋଳରୁ ଭାପୁର ରଥପଦାକୁ ଆସି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

   Related Posts