Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କଟକରେ ୯ ନୂଆ କରୋନା ପଜିଟିଭ୍ ଚିହ୍ନଟ

12/07/2020 at 9:05 PM

କଟକ୧୨/୭: କଟକରେ ରବିବାର ୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪ ଜଣ କ୍ୟାନସର ହସ୍ପିଟାଲରୁ ଚିହ୍ନଟ ହୋଇଥିଵା ବେଳେ ୪ ଜଣ କରୋନା ଯୋଦ୍ଧା ରହିଛନ୍ତି। ଅନ୍ୟ ଜଣେ ସିଡିଏ ସେକ୍ଟର-୯ ରେ ହୋମ୍‌ କ୍ବାରାଣ୍ଟାଇନ୍ ରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କିନ୍ତୁ ଭଲ ଖବର ହେଉଛି ଯେ ଏମାନଙ୍କ ମଧ୍ୟରୁ ୯୦ ଜଣ ଆରୋଗ୍ୟ ହୋଇସାରିଲେଣି। ଏହା ସହ ୨୪୮ ପଜିଟିଭ୍ ମଧ୍ୟରୁ କେବଳ ଆଚାର୍ଯ୍ୟ ହରିହର କ୍ୟାନସର ପ୍ରତିଷ୍ଠାନରୁ ୧୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସହରରେ ଗୋଷ୍ଠୀ ସଂକ୍ରମଣ ହୋଇ ନାହିଁ ଵୋଲି ସି ଏମ୍ ସି କମିଶନର କହିଛନ୍ତି।

   Related Posts