Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭୁବନେଶ୍ବରରୁ ଆଉ ୯୧ କରୋନା ପଜିଟିଭ୍ ଚିହ୍ନଟ, ୧୩୪୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

22/07/2020 at 2:40 PM

ଭୁବନେଶ୍ବର ୨୨।୭: ଭୁବନେଶ୍ବରରୁ ଆଉ ୯୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନରେ ରହିଥିବା ବେଳେ ୧୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୯୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଜରିଆରେ ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ବରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୪୩ରେ ପହଞ୍ଚିଥିବା ବେଳେ ୭୨୪ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦୬ଟି ଆକ୍ଟିଭ୍‌ କେସ୍‌ ରହିଛି ।

   Related Posts