Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ସମ୍ବଲପୁରରେ ଉପରମୁହାଁ କରୋନା ଗ୍ରାଫ୍, ସର୍ବାଧିକ ୯୩ ପଜିଟିଭ୍ ଚିହ୍ନଟ

3/08/2020 at 4:38 PM

ସମ୍ବଲପୁର ୩।୮: ସମ୍ବଲପୁର ଜିଲ୍ଲାରେ ଉପରମୁହାଁ ହେଉଛି କରୋନା ଗ୍ରାଫ୍ । ଜିଲ୍ଲାରେ ସର୍ବାଧିକ ଆଜି ଗୋଟିଏ ଦିନରେ ୯୩ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜିର ସଂଖ୍ୟାକୁ ମିଶାଇ ଜିଲ୍ଲାରେ ମୋଟ୍ ପଜିଟିଭ୍ ସଂଖ୍ୟା ୫୮୧ରେ ପହଞ୍ଚିଛି । ତେବେ ଏପର୍ଯ୍ୟନ୍ତ ୨୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଜିଲ୍ଲାରେ ୩୬୨ ଜଣ କରୋନାର ସକ୍ରିୟ ସଂକ୍ରମିତ ଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଜିଲ୍ଲା ପ୍ରଶାସନ ଦେଇଥିବା ତଥ୍ୟ ଅନୁସାରେ ଷ୍ଟେସନ ପଡାରେ ସଂଖ୍ୟା ବଢୁଛି । ଏହା ସହ ଓଏସଏପିର ଜଣେ ଯବାନ ଆଜି ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

   Related Posts