Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ରାଜଧାନୀରୁ ଆଉ ୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୫୪

29/10/2020 at 4:25 PM

ଭୁବନେଶ୍ୱର, ୨୯।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୧ ଜଣ ରହିଥିବା ବେଳେ ୭୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୯୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୨ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts