Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

୯ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୮୮୯ ପଜିଟିଭ୍

5/05/2021 at 8:20 AM

ଭୁବନେଶ୍ବର ୦୫।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୯୮୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୯୬୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୧ଜଣ, ବରଗଡ଼ ଜିଲ୍ଲାରୁ ୪୮୩ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବାଲଙ୍ଗୀର ଜିଲ୍ଲାରୁ ୩୨୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨୯ଜଣ, କଟକ ଜିଲ୍ଲାରୁ ୭୯୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୧୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫୬ଜଣ, ଯାଜପୁର ଜିଲ୍ଲାରୁ ୨୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧୪ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୯୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୩୧ଜଣ, କୋରାପୁଟ ଜିଲ୍ଲାରୁ ୯୪ଜଣ, ମାଲକାନଗିରି ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୧୪ଜଣ, ନୟାଗଡ଼ ଜିଲ୍ଲାରୁ ୨୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୩୩୫ଜଣ, ପୁରୀ ଜିଲ୍ଲାରୁ ୪୩୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୪୭୦ଜଣ, ସୋନପୁର ଜିଲ୍ଲାରୁ ୧୫୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୪୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୯୬୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୭୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୦୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୩୧୯୧୦୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts