Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଜାଲରେ ଲାଗିଲା ୧୦ ଫୁଟ ଲମ୍ବର ଅଜଗର

7/11/2020 at 7:56 PM

ନୀଳଗିରି୭/୧୧: ୧୦ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର। ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ଡ଼ାଲିଙ୍ଗିଆ ଗ୍ରାମରୁ ଏହି ୧୦ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଔପଦା ବ୍ଲକ ଅଧିନ ଏହି ଗାଁର ଦିବାକର ସ୍ୱାଇଁଙ୍କ ବାଡ଼ିରେ ଏକ ବିରାଟ ଅଜଗର ସାପ ଜାଲରେ ଛନ୍ଦି ହୋଇଯାଇଥିଲା। ପରିବାର ଲୋକେ ଦେଖିବା ପରେ ସାପଟିକୁ ଉଦ୍ଧାର କରି ଟ୍ୟୁରିଷ୍ଟ ଗାଇଡ୍‌ ମନୋରଞ୍ଜନ ଦାସଙ୍କୁ ଖବର ଦେଇଥିଲେ। ମନୋରଞ୍ଜନଙ୍କ ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ସାପଟିକୁ କୂଳଡିହା ଅଭୟାରଣ୍ୟରେ ଛାଡି ଦିଆଯାଇଥିଲା।

   Related Posts