Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||

୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ଜୀବନରେ ମାରି ଦେବାକୁ ଧମକ, ଅଭିଯୁକ୍ତ ଗିରଫ

12/09/2020 at 9:25 PM

ଅନୁଗୁଳ ୧୨।୦୯:  ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ ଦଳବେହେରା ସାହିରେ ଜଣେ ନାବାଳିକାଙ୍କୁ ସେହି ଗାଁର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ଆଣିଛନ୍ତି ପୀଡିତା। ପୋଲିସ ଘଟଣାରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅନ୍ୟପଟେ ପୀଡିତାଙ୍କ ଡାକ୍ତରୀ ମାଇନା କରାଯାଇଛି।

ପୀଡିତାଙ୍କ ଅଭିଯୋଗ ଅନୁଯାୟୀ ସୁବ୍ରତ ସାହୁ ନାମକ ଯୁବକ ଜଣକ ତା ଦାଦା ଝିଅ ଜରିଆର ୮ ତାରିଖରେ  ରାତି ପ୍ରାୟ ୮ଟାରେ ଡାକି ଦୁଷ୍କର୍ମ କରିଛି। ଦୁଷ୍କର୍ମ ପରେ ପଥରରେ ଛେଚି ଜୀବନରେ ମାରିଦେବାକୁ ଅଭିଯୁକ୍ତ ଧମକ ଦେଇଛି। ଯଦି ଘରେ କହୁ ତମ ପରିବାରଙ୍କୁ ଜୀବନରେ ମାରିଦେବାର ଧମକ ଦେଇଛି।

ବନ୍ତଳା ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ସୁବ୍ରତକୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ତା ବିରୁଦ୍ଧରେ  ପୋକ୍ସ ଆକ୍ଟ ଲଗାଇଛି। ପୀଡିତାଙ୍କ ଡାକ୍ତରୀ ମାଇନା କରି ଘରକୁ ପଠାଯାଇଛି। ପୀଡିତାଙ୍କ ସ୍ଵାସ୍ଥ୍ୟବସ୍ଥା ଭଲ ରହିଛି ବୋଲି ପୋଲିସ ସୂଚନା ଦେଇଛି।

   Related Posts