Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଅସ୍ତ୍ରୋପଚାର ପରେ ନୂଆ ଜୀବନ ପାଇଲା ୪ ବର୍ଷର ଶିଶୁ: ବେକରେ ପଶିଯାଇଥିଲା ଲୁହ ରଡ଼

2/08/2020 at 7:11 PM

ସାନଖେମୁଣ୍ଡି ୨।୮: ଅପରେସନ୍ ପରେ ନୂଆ ଜୀବନ ପାଇଲା ୪ ବର୍ଷର ଶିଶୁ।  ବେକରେ ପଶିଯାଇଥିଲା ଲୁହା ରଡ୍ । ଖେଳୁଥିବା ସମୟରେ ଲୁହା ରଡ୍ ପଶିଯାଇଥିବା ଜଣାପଡିଛି । କେଶପୁର ନିକଟସ୍ଥ ଖଣ୍ଡଦେଉଳି ଗ୍ରାମରେ ଘଟିଛି ଏଭଳି ଘଟଣା ।

ସୂଚନାଯୋଗ୍ୟ ଯେ, କେଶପୁର ନିକଟସ୍ଥ ଯଜ୍ଞସିନୀ ଗୌଡ ନାମକ ଜଣେ ମହିଳାଙ୍କ ୪ ବର୍ଷର ଶିଶୁ ଖେଳୁଥିବା ସମୟରେ ଲୁହାରଡ ପଶି ଯାଇଛି । ଦୁଇ ଘଣ୍ଟା ହେଲା ବ୍ରହ୍ମପୁର ବଡ଼ ମେଡିକାଲ କଜୁଆଲଟିରେ ଶିଶୁଟିର ଅପରେସନ ହୋଇଥିଲା। କେହି ଡାକ୍ତର ଆସୁନଥିବା ଅଭିଯୋଗ କରିଥିଲେ ଶିଶୁର ମା’ । ପରେ ଡାକ୍ତର ପହଁଞ୍ଚି ଅସ୍ତ୍ରୋପଚାର କରାଯାଇ ବେକରୁ ଲୁହା ରଡ୍ ବାହାର କରାଯାଇଛି।

   Related Posts