ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଭବାନୀପାଟଣାରେ ଚଳନ୍ତା ବସରୁ ଖସି ଜଣେ ଯାତ୍ରୀ ମୃତ

12/09/2018 at 4:31 PM

ଭବାନୀପାଟଣା;୧୨/୦୯- ଚଳନ୍ତା ବସରୁ ଖସି ଯାତ୍ରୀ ମୃତ । ଆଜି ଭବାନିପାଟଣାରୁ ଜୟପୁର ଯାଉଥିବା ଏକ ସରକାରୀ ବସରୁ ପଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ କାଉଡୋଲା ଗାଁର ଯୁବକ ପ୍ରେମଲାଲ ନାଏକ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ଅଘଟଣ ପରେ କାଉଡୋଲା ହାଇସ୍କୁଲ ଛକ ନିକଟରେ ଉତ୍ତେଜନା ଦେଖାଦେଇଛି । କ୍ଷତିପୂରଣ ଦାବିରେ ଲୋକେ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି

   Related Posts