Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ

8/01/2021 at 11:06 PM

କନ୍ଧମାଳ  ୦୮।୦୧: କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ହୋଇଛି। ରାତି ୯ଟା୪୫ ମିନିଟରେ ଭୂମିକମ୍ପ ହେଇଥିବା ସୂଚନା ମିଳିଛି। ଜିଲ୍ଲାର ସାରଙ୍ଗ ତ, ବାଲିଗୁଡ଼ା, ବୁଡ଼ା ଗୁଡ଼ା,ପକାରୀ ଆବି ଅଞ୍ଚଳରେ ୩ ରୁ ୪ ସେକେଣ୍ଡ ଭୂମିକମ୍ପ ଅନୁଭୂତ ହୋଇଛି। ଭୟରେ ଲୋକେ ଘରୁ ପଦାକୁ ବାହାରି ଆସି ଥିଲେ। ଏ ଯାଏ କୌଣସି କ୍ଷୟକ୍ଷତିର ସୂଚନା ମିଳିନି।

   Related Posts