Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗରମ ତରକାରୀ ପଡି ବର୍ଷକର ଶିଶୁ କନ୍ୟା ଗୁରୁତର

18/05/2020 at 10:28 PM


ନୀଳଗିରି୧୮/୫: ନୀଳଗିରି ବ୍ଲକ ଅଧିନ ଜଡ଼ିବାଲି ଅଞ୍ଚଳରେ ଗରମ ତରକାରୀରେ ପଡି ଜଣେ ବର୍ଷକର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଭଉଁରିଆବାଡ଼ ପଞ୍ଚାୟତ ଅଧିନ ଏହି ଗ୍ରାମର ଆଜି ରାତ୍ର ୮ ଟା ୩୦ ମିନିଟ ସମୟରେ ଚନ୍ଦନ ସିଂଙ୍କ ବର୍ଷକର ଶିଶୁକନ୍ୟା ଭୂମି ଖେଳୁଥିବା ବେଳେ ଚୁଲିରେ ଥିବା ଗରମ ତରକାରୀରେ ପଡିଯାଇଥିଲେ। ଏହି ସମୟରେ କନ୍ୟାଟିର ମାଆ ରୋଷେଇ କରୁଥିଲେ। ତାଙ୍କୁ ଗୁରୁତର ଭାବେ ୧୦୮ ଆମ୍ବୁଲାନ୍ସରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁ କନ୍ୟାଟିର ପିଠି, ବେକ, ହାତ, ଗୋଡ଼ ପୋଡିରେ ଗରମ ତରକାରୀ ପଡି ପୋଡ଼ି ହୋଇଯାଇଥିବା ସୂଚନା ମିଳିଛି।

   Related Posts