Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ମାଟ୍ରିକ ପରୀକ୍ଷାରେ ଫେଲ୍‌ ହେଲେ ଛାତ୍ରୀ, ଆତ୍ମହତ୍ୟା ଉଦ୍ୟମ କରି ହସ୍ପିଟାଲରେ ଭର୍ତ୍ତି

29/07/2020 at 4:13 PM

ବାଲେଶ୍ବର୨୯/୭: ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ବୁଧବାର ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାରେ ଫେଲ୍ ହୋଇଥିବାରୁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଜଣାପଡିଛି। ବାଲେଶ୍ବର ଜିଲ୍ଳା ସୋର ଥାନା ନଦୀଗାଁରେ  ଏଭଳି ଅଘଟଣ ଘଟିଛି।

ମିଳିଥିବା ସୂଚନା ମୁତାବକ , ଏହି ଗାଁର କମଳାକାନ୍ତ ଜେନାଙ୍କ ଝିଅ ରଶ୍ମିନି ଜେନା ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ। ଆଜି ତାହାର ଫଳାଫଳ ପ୍ରକାଶ ପାଇଛି। ଏଥିରେ ସେ ଅକୃତକାର୍ଯ୍ୟ ହୋଇଥିବାରୁ ରଶ୍ମନି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ବର ମେଡିକାଲରେ ଭର୍ତ୍ତି କରାଯାଇଛି।   

   Related Posts