Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ମା’ର ସ୍ନେହ ଓ ଯତ୍ନ ଦୁନିଆର ସବୁଠାରୁ ବଡ ସମ୍ପଦ: ମାତୃତ୍ୱ ଦିବସରେ ସୋଆ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ନିଆରା ପ୍ରତିଯୋଗିତା

10/05/2020 at 1:25 PM

ଭୁବନେଶ୍ବର ୧୦।୫: ମାତୃତ୍ବ ଦିବସରେ ମାତୃଶକ୍ତିକୁ ସମ୍ମାନ ଓ ପ୍ରଣାମ । ମା’ର ସ୍ନେହ ଓ ଯତ୍ନ ଦୁନିଆର ସବୁ ସମ୍ପର୍କଠାରୁ ବଡ଼ । ଏହି ମହାନ ସମ୍ପର୍କକୁ ସମ୍ମାନ ଓ ଶ୍ରଦ୍ଧା ଜଣାଇ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ବବିଦ୍ୟାଳୟ ତାର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଅଭିନବ ପ୍ରୟାସ କରିଛି ।

ସୋଆର ଛାତ୍ରଛାତ୍ରୀମାନେ ନିଜ ମା’ଙ୍କ ସମ୍ପର୍କରେ ଦୁଇପଦ ଲେଖିବା ସହ ମା’ଙ୍କ ସହ ତାଙ୍କର ଏକ ସେଲ୍‌ଫି ପଠାନ୍ତୁ । ମେ’ ୧୭ ତାରିଖ ସୁଦ୍ଧା publicrelation@soa.ac.in ମେଲ୍ ଆଇଡି ଓ 9776645918 ମୋବାଇଲ୍ ନମ୍ବରରେ ପଠାଇପାରିବେ । ଛାତ୍ରଛାତ୍ରୀମାନେ ପଠାଇଥିବା ମେସେଜରୁ ୧୦ଟି ଶ୍ରେଷ୍ଠ ମେସେଜ ପ୍ରଦାନକାରୀ ଛାତ୍ରଛାତ୍ରୀଙ୍କୁ ସୋଆ ପକ୍ଷରୁ ପୁରସ୍କୃତ କରାଯିବ ।

   Related Posts