Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||

୩ ଶିଶୁ କନ୍ୟାଙ୍କୁ ଜନ୍ମ ଦେଲେ ମହିଳା…

11/03/2020 at 10:21 PM

ଜୟପୁର୧୧/୩: ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ୩ଟି ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି ଜଣେ ମହିଳା। ଘଟଣା ହେଉଛି କୋରାପୁଟ ଜୟପୁର ଅଞ୍ଚଳର। ଗତ କାଲି ପ୍ରସବ ଯନ୍ତ୍ରଣା ଯୋଗୁଁ ଜୟପୁର ନିକଟସ୍ଥ ବାଲାପୁଟର ଫୁଲମତି ହରିଜନ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ଆଉ ଗୋଟିଏ ପରେ ଗୋଟିଏ ଏପରି ୩ଟି କନ୍ୟା ସନ୍ତାନକୁ ସେ ଜନ୍ମ ଦେଇଥିଲେ । ୩ ଶିଶୁଙ୍କ ମଧ୍ୟରୁ ଦୁଇ ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ସେତେଟା ଭଲ ନାହିଁ । ତେଣୁ ସେମାନଙ୍କୁ SNSUରେ ଭର୍ତ୍ତି କରା ଯାଇଛି।

   Related Posts