Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ସ୍ବାମୀଙ୍କ ଅଭିଯୋଗ: ‘ମୋ ସ୍ତ୍ରୀକୁ ଦୁଷ୍କର୍ମ କରିବା ପରେ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା’ ରାସ୍ତାରେ ପ୍ରାଣ ହରାଇଲେ ମହିଳା

12/05/2020 at 4:20 PM

ମାଲକାନଗିରି୧୨/୫: ମାଲକାନଗିରିରେ ଦୁଷ୍କର୍ମର ଶିକାର ହୋଇଥିଲେ ମହିଳା। ହେଲେ ରାୟଗଡ଼ାରେ ତାଙ୍କର ମୃତ୍ୟୁ ହୋଇଛି। ମାଲକାନଗିରି ରିଜର୍ଭ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଆଦିବାସୀ ମହିଳାଙ୍କୁ କେହି ଦୁର୍ବୃତ୍ତ କରିଥିଲା। ଏହି ଘଟଣାରେ ମୃତା ମହିଳାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିଥିଲେ। ଜୈନିକ ମହିଳାଙ୍କୁ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ମୃତା ମହିଳାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ସ୍ବାମୀ କହିଥିଲେ ଯେ, ମୋ ସ୍ତ୍ରୀକୁ ଦୁଷ୍କର୍ମ କରିବା ପରେ ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଲା।

ମିଳିଥିବା ସୂଚନା ମୁତାବକ, ଅଚେତ ଅବସ୍ଥାରେ ମହିଳାଙ୍କୁ ବାପଘର ଲୋକେ ଉଦ୍ଧାର କରିଥିଲେ। ଗତ ୭ ତାରିଖ ରାତିରେ ତାଙ୍କୁ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଯିବା ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

   Related Posts