Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

କ୍ବାରେଣ୍ଟାଇନ୍‌ରୁ ଫେରିବା ପରେ ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

28/06/2020 at 4:21 PM

ଟାଙ୍ଗୀ୨୮/୬: କ୍ବାରେଣ୍ଟାଇନ୍‌ରୁ ଫେରିବା ପରେ ଯୁବକଙ୍କ ମୃତ୍ୟୁ। ତାଙ୍କର ମୃତ୍ୟୁ ସ୍ବାଭାବିକ ଭାବେ ହୋଇଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଚଣ୍ଡେଶ୍ୱର ଗ୍ରାମର ମହନ ପ୍ରଧାନ ।  ମିଳିଥିବା ସୂଚନା ଅନୁସାରେ ମୃତ ମହନ ପ୍ରଧାନ କିଛି ଦିନ ତଳେ ହାଇଦ୍ରାବାଦରୁ ଫେରିଥିଲେ। ଗାଁରେ ପହଁଞ୍ଚିବା ପରେ ସେ ୧୪ ଦିନ କ୍ବାରେଣ୍ଟାଇନ୍‌ରେ ରହିଥିଲେ। କିନ୍ତୁ ଗତକାଲି କ୍ବାରେଣ୍ଟାଇନ୍‌ରୁ ଫେରିବା ପରେ ତାଙ୍କ ହଠାତ୍ ମୃତ୍ୟୁ ହୋଇଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏନେଇ ଟାଙ୍ଗୀ ପୋଲିସ୍‌ମହନଙ୍କ ମୃତଦେହକୁ ଏମ୍‌ସ ହସ୍ପିଟାଲରେ ପରୀକ୍ଷା ନିରୀକ୍ଷା କରାଯାଉଛି।

   Related Posts