Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ଗାଧୋଇବା ବେଳେ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

3/09/2020 at 5:22 PM

 ଆଠଗଡ୩/୯: ଗାଧୋଇବା ବେଳେ ଯୁବକ ନିଖୋଜ। ମହାନଦୀରେ ଗାଧୋଇବା ପାଇଁ ଯାଇଥିବା ଜଣେ ବ୍ୟକ୍ତି ମହାନଦୀରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ହେଲେ ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ପ୍ରସନ୍ନପୁର ଗାଁର ନବକିଶୋର ଜେନା, ତାଙ୍କ ବୟସ ୫୦ ବର୍ଷ। ଖବର ପାଇ ଆଠଗଡ ଅଗ୍ନିସେବା ବିଭାଗର ଗୋଟିଏ ଟିମ୍ ମହାନଦୀର ଆଖପାଖ ଅଞ୍ଚଳରେ ଖୋଜାଖୋଜି କରୁଛି। ଯେହେତୁ ବର୍ତ୍ତମାନ ମହାନଦୀର ଜଳସ୍ତର ଅଧିକ ରହିଛି ବର୍ତ୍ତମାନ ସୁଧା ନିଖୋଜ ବ୍ୟକ୍ତିଙ୍କ କୌଣସି ଖବର ମିଳିପାରି ନଥିବା ସୂଚନା ମିଳିଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

   Related Posts