Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମହାନଦୀ ପୋଲ ଉପରୁ ଡ଼େଇଁ ଯୁବତୀଙ୍କ ଆତ୍ମହତ୍ୟା!

16/06/2020 at 5:34 PM

ବାଙ୍କୀ୧୬/୬: ବାଙ୍କୀ ଥାନା ଅନ୍ତର୍ଗତ ଜାତମୁଣ୍ଡିଆ-ସୁବର୍ଣ୍ଣପୁର ମହାନଦୀ ପୋଲ ଉପରୁ ଜଣେ ଯୁବତୀ ମହନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ। ପୋଲିସ ଓ ଦମକଳ ବାହିନୀର ମହାନଦୀରେ ଚାଲିଛି ଖୋଜାଖୋଜି । ଏ ପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ । ଘଟଣା ହେଉଛି ଯୁବତୀ ଜଣକ ସୁବର୍ଣ୍ଣପୁର ପଟୁ ଜାତମୁଣ୍ଡିଆ ଆଡକୁ ମୋବାଇଲ ଫୋନରେ ଗପି ଗପି ବ୍ରିଜ ଉପରେ ଚାଲିଚାଲି ଅସୁଥିବା ବେଳେ ହଠାତ ମହାନଦୀ ପାଣିକୁ ଡେଇ ପଡିଥିବା ଜଣେ ପ୍ରତ୍ୟେକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଖୋଜାଖୋଜି ଜାରି ରହିଛି । ଯୁବତୀଙ୍କ ପରିଚୟ ମିଳିପାରିନାହିଁ। ଡମପଡା ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି।

   Related Posts