Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବ୍ରହ୍ମପୁର: ଠକେଇ ଅଭିଯୋଗରେ ଯୁବକ ଗିରଫ

18/01/2021 at 7:08 PM

ବ୍ରହ୍ମପୁର୧୮/୧: ଠକେଇ ଅଭିଯୋଗରେ ସନ୍ତୋଷ କୁମାର ବିଶ୍ବାଳ ନାମକ ଜଣେ ଯୁବକକୁ ଗିରଫ କଲା ବ୍ରହ୍ମପୁର ପୋଲିସ। ଇଣ୍ଡିଆ ହେଲପ୍ ଲାଇନ୍ ଚ୍ୟାରିଟେବୁଲ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟିର ପରିଚୟ ଦେଇ ଗଞ୍ଜାମ ଜିଲ୍ଲାର ବହୁ ଯୁବକଙ୍କ ଠାରୁ ଠକି ନେଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରାଯାଇଥିବା ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।

   Related Posts