Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପୁରୀରେ ହେବ ବିମାନବନ୍ଦର, ସର୍ଭେ କଲେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ଟିମ୍

17/06/2021 at 2:38 PM

ପୁରୀ ୧୭।୬: ପୁରୀରେ ହେବ ବିମାନବନ୍ଦର । ସେଥିଲାଗି ପୁରୀରେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ଟିମ୍ ପହଞ୍ଚିଛନ୍ତି । ଏହି ଟିମ୍ ପୁରୀ-ବ୍ରହ୍ମଗିରି ରାସ୍ତାର ଗିରଳ ଓ ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ ରାସ୍ତାରେ ଦୁଇଟି ସ୍ଥାନ ବୁଲି ଦେଖିଛନ୍ତି ।

ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ହୋଇଥିଲା । ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ଟିମ୍ ଜମି ଦେଖିବା ପରେ ପରବର୍ତ୍ତୀ ରୂପରେଖ ପ୍ରସ୍ତୁତ ହେବ । ଏହି ଟିମ୍ ସହ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।

   Related Posts