ଆଜି ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
17/07/2018 at 7:03 AM

ଜନ୍ମ ବେଡିରେ ଶ୍ରୀଜିଉ | ଆଜି ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି | ଆଜିଠାରୁ ଆଡ଼ପ ଅବଢା ପାଇବେ ଭକ୍ତ | ସ୍ନାନ ପୁର୍ଣିମାରୁ ମହାପ୍ରଭୁଙ୍କ ଅବଢା ବନ୍ଦ ରହିଥିଲା | ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଆଜି ରାତି ୮ଟା ରୁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ |
Related Posts
ଆଜି ଓ କାଲି କିଛି ସ୍ଥାନରେ ବର୍ଷା ସମ୍ଭାବନା, ଖସିବ ପାରଦ, ବଢିବ ଶୀତ
28 January 2021
ତିନିକୋଶିଆ ଜଙ୍ଗଲରେ ଲାଗିଲା ନିଆଁ, ଦମକଳ ବାହିନୀ ନାକେଦମ୍
27 January 2021