Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଥାନାରେ ଅଭିଯୁକ୍ତର ମୃତ୍ୟୁ, ବେକରେ ବେଲ୍ଟ ବାନ୍ଧି କଲା ଆତ୍ମହତ୍ୟା

4/05/2021 at 7:55 AM

ବ୍ରହ୍ମପୁର, ୦୫।୦୫: ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଳନ୍ଥରା ଥାନାରେ ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବେକରେ ବେଲ୍ଟ ଗୁଡ଼ାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଥାନାର ମହିଳା ଓ ଶିଶୁ ଡେସ୍କ କୋଠରିରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ରଙ୍ଗିପୁର ଗାଁର ଗଣେଶ ଡାକୁଆ । ଏକ ଗଣ୍ଡଗୋଳ ମାମଲାରେ ଅଭିଯୁକ୍ତ ଭାବରେ ଗଣେଶଙ୍କୁ ଥାନାକୁ ଆଣିଥିଲା ପୋଲିସ । ଘଟଣାକୁ ନେଇ ଖୋଳତାଡ କରୁଛି ପୋଲିସ । ଭୁଲ ଥିବା ଜଣାପଡିଲେ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରହ୍ମପୁର ଏସ୍ ପି ପିନାକ ମିଶ୍ର ନ୍ୟୁଜ ସେଭେନକୁ କହିଛନ୍ତି ।

   Related Posts