Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଦୁର୍ଘଟଣାରେ ମା ମୃତ ପୁଅ ଗୁରୁତର

10/09/2019 at 11:06 PM

 ଆନନ୍ଦପୁର- ଆନନ୍ଦପୁର ଥାନା ଫକୀରପୁର ମେଡିକାଲ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମାଆଙ୍କର ମୃତ୍ୟୁ ହୋଇ ଥିବାବେଳେ ପୁଅ ଗୁରୁତର ହୋଇଛନ୍ତି ।ଗୁରୁତର ଆହତଙ୍କୁ ଆନନ୍ଦପୁର ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି । ମୃତା ମା ଘସିପୁରା ଥାନା କଲାବିଲା ଗାଁ ର ଜାବିନି ପୂର୍ତ୍ତି , ପୁଅ ରାମଚନ୍ଦ୍ର ପୂର୍ତ୍ତି । ମା ପୁଅ ମଙ୍ଗଳବାର ଶାଳବଣି ଛକ ହାଟକୁ ଯାଇଥିଲେ ।
 ହାଟସାରି ଫେରିବା ବାଟରେ ଫକୀରପୁର ମେଡିକାଲ ଛକ ନିକଟରେ ହଠାତ୍ ରାସ୍ତା ଉପରକୁ ଜଣେ ସାଇକେଲ ଆରୋହୀ ଆସିଯିବାରୁ ହଡବଡାଇ ଯାଇ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହୋଇ ଥିଲା । ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ କୁ ଖବର ଦେବାରୁ କର୍ମଚାରୀ ମାନେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ରେ ଭର୍ତି କରିଥିଲେ। ତେବେ ଡାକ୍ତରଖାନା ପହଁଞ୍ଚିବା ପୂର୍ବରୁ   ମା ଜାବିନି ର ମୃତ୍ୟୁ ହୋଇ ସାରିଥିଲା ।

   Related Posts