Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||
  • କଟକ : ସ୍ବରେଜ ମ୍ୟାନ୍‌ହୋଲ୍‌ରେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||

ଟ୍ରକ ପଛରେ ବାଇକ୍‌ ଧକ୍କା – ୩ ମୃତ

23/10/2019 at 10:42 PM

ସାଲେପୁର — କେନ୍ଦୁପାଟଣା ଛକ ନିକଟରେ ମର୍ମନ୍ତୁଦ ସଡକ ଦୃଘଟଣା । ୩  ଯୁବକ ମୃତ ।

ଯୁବକ ତିନି ଜଣ ବାଇକ୍‌ରେ ଯାଉଥିବା ବେଳେ ଟ୍ରକକୁ ପଛ ପାଖରୁ ପିଟିଥିଲେ ।  ତିନି ଜଣଯୁବକଙ୍କୁ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts