Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଆଇସକ୍ରିମ୍ ଫ୍ୟାକ୍ଟ୍ରିରେ ଅଘଟଣ, ଗ୍ୟାସ୍ କମ୍ପ୍ରେସର ଫାଟି ଜଣେ ମୃତ

18/07/2020 at 11:33 AM

ବାଙ୍କୀ, ୧୮।୦୭: କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ଥିବା ଏକ ଆଇସକ୍ରିମ ଫ୍ୟାକ୍ଟ୍ରିରେ ବଡ ଧରଣର ଅଘଟଣ ଘଟିଛି । ଫ୍ୟାକ୍ଟ୍ରିର ଗ୍ୟାସ କମ୍ପ୍ରେସର ଫାଟି ଜଣେ ପ୍ରାଣ ହରାଇଛନ୍ତି । ଏହାସହ ଆଉ ଜଣେ ଗୁରୁତର ମଧ୍ୟ ହୋଇଛନ୍ତି ।

ବାଙ୍କୀ ନୃସିଂହ ଛକ ନିକଟ ପୂଜା ଆଇସକ୍ରିମ୍‌ ଫ୍ୟାକ୍ଟ୍ରିରେ ଏହି ଅଘଟଣ ଘଟିଛି । ତେବେ ପ୍ରାଣ ହରାଇଥିବା ବ୍ୟକ୍ତି ହେଲେ  କଳାପଥର ନିକଟ ଠଣାପଲ୍ଲୀ  ଅଞ୍ଚଳର  ରାଜା । ସେ ଏହି ଫ୍ୟାକ୍ଟ୍ରିରେ କାମ କରୁଥିଲେ । ସେହିପରି ଆହତ ହୋଇଥିବା ସୁଶାନ୍ତ ସାହୁଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

   Related Posts