Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲିଗୁଡା : ପାରିବାରିକ କଳହ ନେଲା ଜୀବନ, ଚୈତନ୍ୟଙ୍କୁ ମାରିଦେଲେ ବାପା ଓ ୨ ଭାଇ
  • ||
  • ବାଙ୍କୀ : ବାଙ୍କୀ ହୁଳୁହୁଳା ପୋଲ ଉପରେ ପୁଣି ୨ ଫୁଟ ବନ୍ୟା ଜଳ ପ୍ରବାହିତ, ଯାତାୟାତ ବାଧାପ୍ରାପ୍ତ
  • ||
  • ଚାନ୍ଦବାଲି : ଚାନ୍ଦବାଲିର ୪ ପଞ୍ଚାୟତର ୧୦ଗୋଟି ଗାଁ ବନ୍ୟା ଘେରରେ, ୨ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ଚଣ୍ଡିଖୋଲ : ଗ୍ୟାସ୍ ଗାଡି ସହ ବାଇକ୍ ଧକ୍କା : ୨ ଗୁରୁତର, ଜାତୀୟ ରାଜପଥରେ ଗ୍ୟାସ୍ ଲିକ୍
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ଭୁବନେଶ୍ବର : ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଓ ଉପଜିଲ୍ଲାପାଳ ଅଫିସ୍, କରୋନା ପଜିଟିଭ୍ ସଂଖ୍ୟା ବଢିବାରୁ ପଦକ୍ଷେପ
  • ||
  • ପାଟଣାଗଡ : ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • କଟକ : ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର, ସେପଟେ ନରାଜରେ କାଠଯୋଡି ଜଳସ୍ତର ସାମାନ୍ୟ ବୃଦ୍ଧି
  • ||

ଅଜଣା ଗାଡି ଧକ୍କାରେ ୨ ବାଇକ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

21/09/2020 at 5:42 PM

କାମାକ୍ଷାନଗର, ୨୧ ।୦୯:  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କୁଲେଇ ଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୨ଜଣ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, କୁଲେଇ ଗାଁ ନିକଟରେ ଏକ ବାଇକକୁ ଅଜଣା ଗାଡି ଧକ୍କା ଦେଇଥିଲା । ଏଥିରେ ୨ଜଣ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି । ମୃତକ ଦ୍ୱୟ ହେଲେ ସଞ୍ଜୀବ ବେହେରା ଓ ଅଜିତ ବେହେରା । ଉଭୟଙ୍କ ଘର ପରଜଙ୍ଗ ଥାନା ଗେଙ୍ଗୁଟିଆ ଗ୍ରାମରେ ବୋଲି ଜଣାପଡିଛି ।

ତେବେ ଉଭୟଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୧୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ।

   Related Posts