Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବାଇକକୁ ଧକ୍କା ଦେଲା ଆମ୍ବୁଲାନ୍ସ: ୨ ମୃତ, ୨ ଗୁରୁତର

15/03/2020 at 6:59 PM

କନ୍ଧମାଳ, ୧୫|୦୩: କନ୍ଧମାଳ ଜିଲ୍ଲା ଫୁଲବାଣୀ ତୁମୁଡିବନ୍ଧରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଆମ୍ୱୁଲାନ୍ସ ଧକ୍କାରେ ୨ଜଣ ପ୍ରାଣ ହରାଇଥିବା ବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନାନୁସାରେ, ଆଜି ଅପରାହ୍ନରେ ଜିଲ୍ଲାର ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ ରାସ୍ତାରେ ଆମ୍ୱୁଲାନ୍ସ ଏକ ବାଇକକୁ ଧକ୍କା ଦେଇଥିଲା। ଏଥିରେ ୨ଜଣ ପ୍ରାଣ ହାରଇଛନ୍ତି। ମୃତକ ହେଲେ ପ୍ରଭାତ ବଡସେଠ ଓ ଲୀଳିମା ମାଝୀ। ଏହାସହ ୨ଜଣ ଶିଶୁ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି।

   Related Posts