ଜାତୀୟ ରାଜପଥ ୪୯ରେ ମର୍ମନ୍ତୁଦ ଦୁର୍ଘଟଣା, ଘଟଣା ସ୍ଥଳରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

Published By : Prameya-News7 Bureau | November 04, 2021 IST

ଝାରସୁଗୁଡା, ୦୪/୧୧: ଏନ ଏଚ ୪୯ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ସ୍ୱାମୀ ସ୍ତ୍ରୀ ଦୁହିଁଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି । ଏହି ହୃଦୟ ବିଦାରକ ଦୁର୍ଘଟଣା ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ସାହାସବଗା ଛକରେ ଘଟିଛି । ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ଜୀବନ ଯାଇଛି । ରେଙ୍ଗାଲୀ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଲାଇଛି।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.