Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ପଲସର୍ ଏବଂ ଆପାଚି ମୁଁହାମୁହିଁ ଧକ୍କା: ଜଣେ ମୃତ, ଜଣେ ଆହତ ଏବଂ ୨ ଜଣ ଗୁରୁତର

3/12/2020 at 8:02 PM

ଭଦ୍ରକ୩/୧୨: ପଲସର୍ ଏବଂ ଆପାଚି ବାଇକ୍ ମୁଁହାମୁହିଁ ଧକ୍କା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ଜଣେ ଆହତ ଏବଂ ୨ଜଣ ଗୁରୁତର। ଭଦ୍ରକ ଆନନ୍ଦପୁର ରାସ୍ତାର ଶ୍ରୀବନ୍ତପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବନ୍ତ ଥାନା ଅଧିନସ୍ଥ ଶ୍ରୀବନ୍ତପୁର ନିକଟରେ ଏହି ଦୁର୍ଘଟଣା ଘଟିଛି।

ମିିଳିଥିବା ସୂଚନା ଅନୁସାରେ ପଲସର ଏବଂ ଅପର ପାର୍ଶ୍ଵରୁ ଆସୁଥିବା ଆପାଚି ବାଇକ୍ ମଧ୍ୟରେ ମୁଁହାମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଆପାଚି ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ହେଲେ ପ୍ରଫୁଲ୍ଲ, ତାଙ୍କର କେଉଁଠି ଜଣାପଡି ନାହିଁ। ଅନ୍ୟ ୩ ଜଣଙ୍କ ମଧ୍ୟରୁ ଜଣେ ବନ୍ତ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ୨ ଗୁରୁତର ହେଲେ ଶ୍ରୀଧର ଜେନା ଏବଂ ବସନ୍ତ ଦାସ। ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

   Related Posts