Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବ୍ରହ୍ମପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ, ୨ ଗୁରୁତର

1/02/2021 at 10:47 PM

ବ୍ରହ୍ମପୁର୧/୨:  ବ୍ରହ୍ମପୁର ନିକଟ କନିଷି ଏବଂ ଛତ୍ରପୁର ବାଇପାସ୍ କଲେଜ୍ ଛକ ନିକଟରେ ପୃଥକ୍ ପୃଥକ୍ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର। ବ୍ରହ୍ମପୁର ଉପକଣ୍ଠ କନିଷି  ଜାତୀୟ ରାଜପଥରେ ଟ୍ରକ ସହ ପିଟି ହେଲା ମେକ୍ସ ପିକ୍‌ଅପ ଭ୍ୟାନ। ସେହିପରି ଛତ୍ରପୁର ବାଇପାସର କଲେଜ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବତଙ୍କ ମୃତ୍ୟୁ ହୋଇଥିବା ବେଳେ ଯୁବକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି। ବ୍ରହ୍ମପୁର ଖୋଡାସିଙ୍ଗି ଅଞ୍ଚଳରେ ଉଭୟଙ୍କ ଘର। ଶିବ ଶଙ୍କର ଜେନା ଓ ଶିଲା ନାୟକ ଉଭୟ ପୁରୀରୁ ବ୍ରହ୍ମପୁର  ବାଇକ ଯୋଗେ ଖୋଡାସିଙ୍ଗି ଯାଉଥିବା ବେଳେ ଛତ୍ରପୁର କଲେଜ ଛକର ୫୦ ମିଟର ଦୂରରେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

   Related Posts