Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ ଏବଂ ୩ ଗୁରୁତର

13/01/2021 at 9:50 PM

ମୁନିଗୁଡା୧୩/୧: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଜଣେ ମୃତ ଏବଂ ୩ ଗୁରୁତର।  ହୁକୁମତୋଳା ନିକଟରେ ଏହି ଦୁର୍ଘଟଣା ଘଟିଛି। ୨ଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କ ଜୀବନ ଚାଲିଗଲା। ଗୁରୁତରମାନଙ୍କ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମୃତକ ହେଲେ କନ୍ଧମାଳ ଜିଲ୍ଲା ବଣ୍ଡାପିପିଲିର ସୁକ୍ରୁ ଗୌଡ।

   Related Posts