Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଅଚାନକ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ: ରାସ୍ତା ଉପରେ ପଡି ରହିଛି ମୃତଦେହ

1/11/2020 at 7:27 PM

ପାଟଣା୧/୧୧: ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ। ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି।  ଏନ୍ ଏଚ ୪୯ ଡାବରଚୁଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅଜଣା ଟ୍ରକ  ଧକ୍କାରେ ଅଜଣା ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ରାଜପଥ ଉପରେ ପଡି ରହିଛି ମୃତଦେହ। ଯାହାଫଳରେ ଅଟକି ରହିଛି ଶହଶହ ଗାଡି ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ  ତଦନ୍ତ ଜାରି ରଖିଛି। ମୃତକ ହେଲେ ଚେମେଣା ପଞ୍ଚାୟତ ବଳିଆପଶି ଗ୍ରାମର ଅନାଦି ମହାନ୍ତ।

   Related Posts