Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଦ୍ରୁତଗତିରେ ଗାଡି ଚଳାଇ ଚାଲିଗଲା ଜୀବନ: ମୃତଦେହ ଜବତ କଲା ପୋଲିସ୍

3/11/2020 at 6:55 PM

ସାନଖେମୁଣ୍ଡି୩/୧୧: ବେପାରୁଆ ଭାବେ ଗାଡି ଚଳାଇ ଚାଲି ଗଲା ଜୀବନ। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ବୁରୁପଡା ପୋଡିଙ୍ଗି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ବୁରୁପଡା ନିଜର ଘରୁ ପୋଡିଙ୍ଗ ଯିବା ସମୟରେ ବାଇକ୍‌ଟି ଗଛରେ ପିଟି ହୋଇଥିଲା।

ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ମୃତକ ହେଲେ ଅଶୋକ ରାଉଳ, ତାଙ୍କ ବୟସ ୩୦ ବର୍ଷ। ହିଞ୍ଜିଳି ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ହସ୍ପିଟାଲକୁ ପଠାଇଛି।

   Related Posts