Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବସ-ସ୍କୋର୍ପିଓ ମୁହାଁମୁହିଁ ଧକ୍କା, ୫ ଆହତ

1/01/2021 at 8:14 PM

ସୁନ୍ଦରଗଡ୧/୧: ମର୍ମନ୍ତୁଦ ସଡକ ଦୁର୍ଘଟଣା। ବସ-ସ୍କୋର୍ପିଓ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ଟାଉନ ଥାନା ରାଣୀବଗିଚା ବାଇପାଶ ନିକଟରେ ଏହି ଦୁର୍ଘଟଣାରେ ଘଟିଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

   Related Posts