Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଟ୍ରକ-ବାଇକ ମୁହାଁମୁହିଁ: ୨ ମୃତ, ଜଣେ ଗୁରୁତର

23/11/2020 at 6:05 PM

କନ୍ଧମାଳ୨୩/୧୧: ଟ୍ରକ-ବାଇକ୍ ମୁହାଁମୁହିଁ ୨ ମୃତ, ଜଣେ ଗୁରୁତର। ମିଳିଥିବା ସୂଚନା ଅନୁସାରେ ଗୋଛାପଡା ଥାନା ଅନ୍ତର୍ଗତ ନମ୍ବର ବାଲି ଘାଟିବିଲାଣୀରେ ଏହି ଦୁର୍ଘଟଣା ଘଟିଛି। ଗୁରୁରତଙ୍କୁ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୋଛାପଡା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ବର୍ତ୍ତମାନସୁଦ୍ଧା ମୃତ ଏବଂ ଗୁରୁତରଙ୍କ ପରିଚୟ ମିଳି ପାରୖି ନାହିଁ।  

   Related Posts