Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଜଗତସିଂହପୁର: ଟ୍ରେନ୍ ଧକ୍କାରେ ୩ଟି ହରିଣର ମୃତ୍ୟୁ, ୪ରୁ ଅଧିକ ଆହତ

31/01/2021 at 3:57 PM

ଜଗତସିଂହପୁର୩୧/୧: ଟ୍ରେନ ଦୁର୍ଘଟଣାରେ ୩ ହରିଣଙ୍କ ମୃତ୍ୟୁ। ଜଗତସିଂହପୁର-ରଘୁନାଥପୁର ଥାନା ଗୋପାଳପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଖାଲି ସେତିକି ନୁହେଁ ୪ରୁ ଊର୍ଦ୍ଧ୍ବ ହରିଣୀ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ହରିଣପଲ  ନିକଟସ୍ଥ ଧଳତଙ୍ଗଗଡ଼ ଜଙ୍ଗଲକୁ ଚରିବା ଲାଗି ଯାଇଥିଲେ। ଟ୍ରେନ ଲାଇନ୍ ପାର ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୩ଟି ହରିଣର ମୃତ୍ୟୁ ହୋଇଥିବା ବେଳେ ୪ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts