Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଟ୍ରକ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

29/06/2018 at 6:28 AM

ଟ୍ରକ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । କଟକ ଜିଲ୍ଲା ସାଲେପୁର କୁଆଁପାଳ ରାସ୍ତାର ଗଙ୍ଗେଶ୍ବର ଛକ ନିକଟରେ ଦୁର୍ଘଟଣା । ମୃତକ ହେଲେ ସ୍ଥାନୀୟ ଜଗନ୍ନାଥପୁର ଗାଁର ସୟଦ ଅରସଦ । ଆଜି ସକାଳୁ ସୟଦ ଅସରଦ କୌଣସି କାମରେ ସ୍କୁଟିରେ ଯାଉଥିବା ବେଳେ ଟ୍ର ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଛନ୍ତି । ସାଲେପୁର ପୋଲସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

   Related Posts