Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସ ଆକାଉଣ୍ଟାଣ୍ଟ : ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

19/10/2019 at 4:55 PM

ବୌଦ୍ଧ ୧୯।୧୦: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ । ବୌଦ୍ଧ ଜିଲ୍ଲା ଟ୍ରେଜେରୀ ଅଫିସର ଆକାଉଣ୍ଟାଣ୍ଟ ନାରାୟଣ ମଲ୍ଲିକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ହରଭଙ୍ଗା ବ୍ଲକର ଅବସରପ୍ରାପ୍ତ ବ୍ଲକର ପ୍ରଗତି ସହାୟକଙ୍କ ଠାରୁ ଇଏଲ ଫଣ୍ଡ ଟଙ୍କା ରିଲିଜ କରିବା ପାଇଁ ୫ହଜାର ଟଙ୍କା ଲାଞ୍ଚ ନେବାବେଳେ ଅଫିସରୁ ଗିରଫ କରିଛି ବୌଦ୍ଧ ଭିଜିଲାନ୍ସ।

   Related Posts