Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||

ପୋଲିସ ମାଡରେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ

6/04/2019 at 4:15 PM

କଟକ ୬|୪ : ପୋଲିସ ମାଡରେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ । ମୃତକ ହେଲେ ତେଲେଙ୍ଗା ବଜାରର ଭରତ ମଣ୍ଡଳ । ଗତ ୨୪ ତାରିଖରେ ଭରତଙ୍କୁ କମିଶନରେଟ ପୋଲିସ ଗିରଫ କରିଥିଲା । ଗିରଫ ପରେ ତାଙ୍କୁ କୋର୍ଟ ଫରୱାର୍ଡ ମଧ୍ୟ କରାଯାଇଥିଲା । ଜେଲରେ ସେ ଅସୁସ୍ଥ ହୋଇ କଟକ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଏସସିବିରେ ଚିକିତ୍ସାଧୀନ ଥିବା ବେଳେ ଭରତଙ୍କ ମୃତ୍ୟୁ ହୋଇଛି । ପୋଲିସ ହେପାଜତରେ ଥିବା ବେଳେ ଭରତଙ୍କୁ ମାଡ ମରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ।

   Related Posts