Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ହାଜତରେ ଅଭିଯୁକ୍ତର ସନ୍ଦେହଜନକ ମୃତ୍ୟୁ, ନାବାଳିକା ଚାଲାଣ ମାମଲାରେ ହୋଇଥିଲା ଗିରଫ

20/07/2019 at 9:46 AM

ସୁନ୍ଦରଗଡ ୨୦|୭: ସୁନ୍ଦରଗଡ ଧୁରୁଆଡିହି ଥାନାରେ ଅଭିଯୁକ୍ତର ସନ୍ଦେହଜନକ ମୃତ୍ୟୁ ହୋଇଛି । ନାବାଳିକା ଚାଲାଣ ମାମଲାରେ ଅଭିଯୁକ୍ତ ସୁନୀଲ ଲୋଧିକୁ ପୋଲିସ ମଧ୍ୟପ୍ରଦେଶରୁ ଗିରଫ କରିଥିଲା ।

ସୁନ୍ଦରଗଡ ସଦର ବ୍ଲକ୍ ମାନମୁଣ୍ଡା ଗାଁର ଜଣେ ନାବାଳିକାଙ୍କୁ ଚାକିରୀ ପ୍ରଲୋଭନ ଦେଖାଇ ରାଜ୍ୟ ବାହାରେ ବିକ୍ରି କରି ଦିଆଯାଇଥିଲା । ତାଙ୍କୁ ସୁନୀଲ ଲୋଧି କିଣିଥିବା ଅଭିଯୋଗ ହୋଇଥିଲା । ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସର ସ୍ବତନ୍ତ୍ର ଟିମ୍ ମଧ୍ୟପ୍ରଦେଶରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ ସୁନୀଲ ଲୋଧିକୁ ଗିରଫ କରିଥିଲା । ତେବେ ଆଜି ସନ୍ଦେହଜନକ ଭାବରେ ଥାନା ହାଜତରେ ମୃତ୍ୟୁ ହୋଇଛି ।

   Related Posts